Genesis 31:13 — Compare Translations

5 translations compared side by side

Odia - 1840
"ମୁଁ ବେଥଲରେ ସହେି ପରମେଶ୍ବର। ଯେଉଁଠା ରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଠିଆ କରିଥିଲ। ଏବଂ ମାେ ପାଖ ରେ ଏକ ଶପଥ କରିଥିଲ। ବର୍ତ୍ତମାନ ଉଠ ଏବଂ ଏହି ଭୂମି ପରିତ୍ଯାଗ କର ଏବଂ ତୁମ୍ଭର ଗୃହକୁ ୟାଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବୈଥେଲର ପରମେଶ୍ଵର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରି ଯାଅଣ!
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବୈଥେ‌ଲ୍‌ର ସେହି ପରମେଶ୍ୱର। ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଠିଆ କରିଥିଲ। ଏବଂ ମୋ’ ପାଖରେ ଏକ ଶପଥ କରିଥିଲ। ବର୍ତ୍ତମାନ ଉଠ ଏହି ଭୂମି ପରିତ୍ୟାଗ କରି ତୁମ୍ଭର ଗୃହକୁ ଯାଅ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍‍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରିଯାଅ!’”
Odia IRV 2017 (ଓଡିଆ ବାଇବେଲ)
ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍‍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରି ଯାଅ!”