Genesis 31:14 — Compare Translations

5 translations compared side by side

Odia - 1840
"ରାହେଲ ଓ ଲୟୋ ଉତ୍ତର ଦେଲେ, ପିତାଙ୍କ ସମ୍ପତ୍ତକୁ ପାଇବା ପାଇଁ କିଛି ବାକି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ରାହେଲ ଓ ଲେୟା ଉତ୍ତର ଦେଲେ, “ପିତାଙ୍କ ସମ୍ପତ୍ତିକୁ ପାଇବା ପାଇଁ କିଛି ବାକି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି?