Genesis 31:15 — Compare Translations
5 translations compared side by side
Odia - 1840
"ଆମ୍ଭେ ତାଙ୍କ ଆଖି ରେ ବିଦେଶୀନି ତୁଲ୍ଯ। ସେ କବଳେ ଆମ୍ଭକୁ ତୁମ୍ଭଠା ରେ ବିକ୍ରଯ କରି ନାହାନ୍ତି। ସେ ସମସ୍ତ ଟଙ୍କା ଖର୍ଚ୍ଚ କରିଦଇେଛନ୍ତି, ଯାହା ଆମ୍ଭମାନଙ୍କର ହବୋର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକି ଆମ୍ଭମାନଙ୍କର ମୂଲ୍ୟସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାଙ୍କ ଆଖିରେ ବିଦେଶୀନି ତୁଲ୍ୟ। ସେ କେବଳ ଆମ୍ଭକୁ ତୁମ୍ଭଠାରେ ବିକ୍ରୟ କରି ନାହାନ୍ତି।” ସେ ସମସ୍ତ ଟଙ୍କା ଖର୍ଚ୍ଚ କରିଦେଇଛନ୍ତି, ଯାହା ଆମ୍ଭମାନଙ୍କର ହେବାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।