Genesis 31:16 — Compare Translations
5 translations compared side by side
Odia - 1840
"ଏଣୁ ପରମେଶ୍ବର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁ ସବୁ ଧନ ନଇେଅଛନ୍ତି, ସହେିସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନ ଗଣର। ଏଣୁ ପରମେଶ୍ବର ଯାହା କହିଲେ, ତୁମ୍ଭେ ତାହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପରମେଶ୍ଵର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁ ସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର । ଏଣୁ ପରମେଶ୍ଵର ତୁମ୍ଭକୁ ଯାହା କହିଲେ, ତୁମ୍ଭେ ତାହା କର ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁସବୁ ଧନ ନେଇଅଛନ୍ତି, ସେହିସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନ ଗଣର। ଏଣୁ ପରମେଶ୍ୱର ଯାହା କହିଲେ, ତୁମ୍ଭେ ତାହା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର। ଏଣୁ ପରମେଶ୍ୱର ତୁମ୍ଭକୁ ଯାହା କହିଲେ, ତୁମ୍ଭେ ତାହା କର।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁ ସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର।” ଏଣୁ ପରମେଶ୍ୱର ତୁମ୍ଭକୁ ଯାହା କହିଲେ, “ତୁମ୍ଭେ ତାହା କର।”