Genesis 31:17 — Compare Translations

5 translations compared side by side

Odia - 1840
"ତେଣୁ ଯାକୁବ ଫରେିୟିବା ପାଇଁ ପ୍ରସ୍ତୁତ ହେଲେ। ତେଣୁ ସେ ତାଙ୍କର ପୁତ୍ରମାନଙ୍କୁ ଓ ସ୍ତ୍ରୀମାନଙ୍କୁ ଓଟ ରେ ବସାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାକୁବ ଫେରିଯିବା ପାଇଁ ପ୍ରସ୍ତୁତ ହେଲେ। ତେଣୁ ସେ ତାଙ୍କର ପୁତ୍ରମାନଙ୍କୁ ଓ ସ୍ତ୍ରୀମାନଙ୍କୁ ଓଟରେ ବସାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା;