Genesis 31:18 — Compare Translations

5 translations compared side by side

Odia - 1840
"ତେଣୁ ସମାନେେ ଯାହା ପା୍ରପ୍ତ ହାଇେଥିଲେ ପଦ୍ଦନ ଅରାମ ରେ ସମସ୍ତ ଜୀବନ୍ତ ବସ୍ତ୍ର ଓ ସମ୍ପତ୍ତି ନେଲେ ଏବଂ ଚାଲିଗଲେ। ସମାନେେ ପ୍ରସ୍ଥାନ କଲେ ଯାକୁବଙ୍କ ପିତା ଇସ୍ହାକଙ୍କ ଦେଶ କୀଣାନୀଯକୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ଉପାର୍ଜ୍ଜିତ ପଶ୍ଵାଦି ସକଳ ଧନ, ଅର୍ଥାତ୍, ପଦ୍ଦନ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‍ହାକ ନିକଟକୁ ପ୍ରସ୍ଥାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଯାହା ପ୍ରାପ୍ତ ହୋଇଥିଲେ ପଦ୍ଦନ୍ ଅରାମରେ ସମସ୍ତ ଜୀବନ୍ତ ବସ୍ତୁ ଓ ସମ୍ପତ୍ତି ନେଲେ ଏବଂ ଗ୍ଭଲିଗଲେ। ସେମାନେ ଯାକୁବଙ୍କ ପିତା ଇ‌ସ୍‌ହାକଙ୍କ ଦେଶ କିଣାନକୁ ପ୍ରସ୍ଥାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍‍, ପଦ୍ଦନ୍‍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‌ହାକ ନିକଟକୁ ପ୍ରସ୍ଥାନ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍‍, ପଦ୍ଦନ୍‍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‍ହାକ ନିକଟକୁ ପ୍ରସ୍ଥାନ କଲା।