Genesis 31:2 — Compare Translations
5 translations compared side by side
Odia - 1840
"ଏହାପରେ ଯାକୁବ ଜାଣି ପାରିଲା ଯେ ଲାବନ ପୂର୍ବପରି ତା' ସହିତ ବ୍ଯବହାର କରୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାକୁବ ଜାଣି ପାରିଲେ ଯେ ଲାବନ ପୂର୍ବପରି ତା’ ସହିତ ବ୍ୟବହାର କରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।
Recommended Reading