Genesis 31:20 — Compare Translations

5 translations compared side by side

Odia - 1840
"ଏବଂ ଯାକୁବ ନ ଜଣାର ଦୂରକୁ ୟିବା ପାଇଁ ଲାବନଙ୍କୁ ଠକି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ଵାଦ ନ ଦେଇ ଅରାମୀୟ ଲାବନକୁ ବଞ୍ଚନା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯାକୁବ ନ ଜଣାଇ ଦୂରକୁ ଯିବା ପାଇଁ ଲାବନଙ୍କୁ ଠକି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।