Genesis 31:21 — Compare Translations

5 translations compared side by side

Odia - 1840
"ଯାକୁବ ତାଙ୍କର ପରିବାର ଓ ସମସ୍ତ ସମ୍ପତ୍ତି ଧରି ଶିଘ୍ର ସେ ସ୍ଥାନ ଛାଡ଼ିଲା। ସେ ଫରାତ୍ ନଦୀ ପାର ହାଇେ ଗିଲଯଦ ପର୍ବତ ଅଞ୍ଚଳ ଆଡ଼େ ଚାଲିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ସେ ଆପଣା ସର୍ବସ୍ଵ ଘେନି ପଳାୟନ କଲା, ପୁଣି ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ୍ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ତାଙ୍କର ପରିବାର ଓ ସମସ୍ତ ସମ୍ପତ୍ତି ଧରି ଶୀଘ୍ର ସେ ସ୍ଥାନ ଛାଡ଼ିଲେ। ସେ ଫରାତ୍ ନଦୀ ପାର ହୋଇ ଗିଲିୟଦ ପର୍ବତ ଅଞ୍ଚଳ ଆଡ଼େ ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍‍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍‍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।