Genesis 31:22 — Compare Translations

5 translations compared side by side

Odia - 1840
"ତିନିଦିନ ୟିବାପରେ, ଲାବନକୁ କୁହାଗଲା, ଯାକୁବ ପଳାଯନ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ଵାଦ ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତିନି ଦିନ ଯିବାପରେ, ଲାବନକୁ କୁହାଗଲା, ଯାକୁବ ପଳାୟନ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ବାଦ ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ବାଦ ଦିଆଗଲା।