Genesis 31:23 — Compare Translations
5 translations compared side by side
Odia - 1840
"ତେଣୁ ଲାଗନ ତା'ର ଲୋକମାନଙ୍କୁ ଏକତ୍ରିତ କରି ଯାକୁବକୁ ଧରିବା ପାଇଁ ତା'ପଛ ରେ ଗୋଡ଼ାଇଲା। ସାତଦିନ ପରେ ଲାବନ ଯାକୁବକୁ ଗିଲିଯଦର ପର୍ବତମଯ ଦେଶ ରେ ଭଟେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଆପଣା କୁଟୁମ୍ଵମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ି ଯାଇ ଗିଲୀୟଦ୍ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲାବନ ତା’ର ଲୋକମାନଙ୍କୁ ଏକତ୍ରିତ କରି ଯାକୁବକୁ ଧରିବା ପାଇଁ ତା’ ପଛରେ ଗୋଡ଼ାଇଲେ। ସାତ ଦିନ ପରେ ଲାବନ ଯାକୁବକୁ ଗିଲିୟଦର ପର୍ବତମୟ ଦେଶରେ ଭେଟିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ିଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ି ଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।