Genesis 31:24 — Compare Translations

5 translations compared side by side

Odia - 1840
"ସହେି ରାତି ରେ ପରମେଶ୍ବର ଲାବନକୁ ସ୍ବପ୍ନ ରେ ଦର୍ଶନ ଦେଲେ। ପରମେଶ୍ବର କହିଲେ, ସାବଧାନ ହୁଅ! ଯାକୁବ କହିଥବା ପ୍ରେତ୍ୟକକ କଥାପାଇଁ ସାବଧାନ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵର ରାତ୍ରି କାଳେ ସ୍ଵପ୍ନ ଯୋଗେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, ସାବଧାନ, ଯାକୁବକୁ ଭଲମନ୍ଦ କିଛି କୁହ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତିରେ ପରମେଶ୍ୱର ଲାବନକୁ ସ୍ୱପ୍ନରେ ଦର୍ଶନ ଦେଲେ। ପରମେଶ୍ୱର କହିଲେ, “ସାବଧାନ ହୁଅ! ଯାକୁବ କହିଥିବା ପ୍ରତ୍ୟେକ କଥା ପାଇଁ ସାବଧାନ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପରମେଶ୍ୱର ରାତ୍ରିକାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପରମେଶ୍ୱର ରାତ୍ରି କାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲମନ୍ଦ କିଛି କୁହ ନାହିଁ।”