Genesis 31:25 — Compare Translations

5 translations compared side by side

Odia - 1840
"ତା' ପରଦିନ ଲାବନ ଯାକୁବକୁ ଧରିଲେ। ଯାକୁବ ପର୍ବତ ଉପରେ ତାଙ୍କର ତମ୍ବୁ ପକାଇଲେ। ତେଣୁ ଲାବନ ଏବଂ ତାଙ୍କର ସମସ୍ତ ଲୋକମାନେ ପର୍ବତମଯ ଦେଶ ଗିଲିଯଦ ରେ ଛାଇଣୀ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ଵୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ଵମାନଙ୍କ ସହିତ ଗିଲୀୟଦ୍ ପର୍ବତରେ ତମ୍ଵୁ ସ୍ଥାପନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭେରି ହୋଇଥିବା ଦେବତାଗଣର ଅନୁସନ୍ଧାନ ତା’ ପରଦିନ ଲାବନ ଯାକୁବକୁ ଧରିଲେ। ଯାକୁବ ପର୍ବତ ଉପରେ ତାଙ୍କର ତମ୍ବୁ ପକାଇଲେ। ତେଣୁ ଲାବନ ଏବଂ ତାଙ୍କର ସମସ୍ତ ଲୋକମାନେ ପର୍ବତମୟ ଦେଶ ଗିଲିୟଦରେ ଛାଉଣି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା।