Genesis 31:27 — Compare Translations

5 translations compared side by side

Odia - 1840
"ମାେତେ ନ ଜଣାଇ ତୁମ୍ଭେ ପଳାଇ ଆସିଲ କାହିଁକି? ମାେତେ ତୁମ୍ଭେ ଜଣାଇ ଆସିଥିଲେ ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାଯନ ପୁଣି ତବଲା ଓ ବିଣାବାଦ୍ଯ ସହିତ ବିଦାଯ କରିଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ଵାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ନ ଜଣାଇ ତୁମ୍ଭେ ପଳାଇ ଆସିଲ କାହିଁକି? ମୋତେ ତୁମ୍ଭେ ଜଣାଇ ଆସିଥିଲେ ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ ପୁଣି ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ପ୍ରବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ବାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି, ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ପ୍ରବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ବାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି, ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାଆନ୍ତି।