Genesis 31:28 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାରେ ନାତି ଓ କନ୍ଯାଗଣଙ୍କୁ ବିଦାଯ କାଳିନ ଚୁମ୍ବନ କରିବାକୁ ଦଲନୋହିଁ। ଏପରି ତୁମ୍ଭେ ଅଜ୍ଞାନ କର୍ମ କାହିଁକି କଲ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ପୁତ୍ର କନ୍ୟାମାନଙ୍କୁ ଚୁମ୍ଵନ କରିବାକୁ ହିଁ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋର ନାତି ଓ କନ୍ୟାଗଣଙ୍କୁ ବିଦାୟ କାଳୀନ ଚୁମ୍ବନ କରିବାକୁ ଦେଲ ନାହିଁ। ତୁମ୍ଭେ ଏପରି ଅଜ୍ଞାନ କର୍ମ କାହିଁକି କଲ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ପୁତ୍ରକନ୍ୟାମାନଙ୍କୁ ଚୁମ୍ବନ କରିବାକୁ ମଧ୍ୟ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ପୁତ୍ର କନ୍ୟାମାନଙ୍କୁ ଚୁମ୍ବନ କରିବାକୁ ମଧ୍ୟ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ।