Genesis 31:29 — Compare Translations

5 translations compared side by side

Odia - 1840
"ତୁମ୍ଭକୁ ଆଘାତ କରିବା ପାଇଁ ମାରେ ଶକ୍ତି ଅଛି। କିନ୍ତୁ ଗତ ରାତି ରେ ତୁମ୍ଭ ପିତାଙ୍କର ପରମେଶ୍ବର ସ୍ବପ୍ନ ରେ ମାେତେ ସତର୍କ କରାଇ ଦେଲେ, ତୁମ୍ଭକୁ ଉତ୍ସାହିତ ବା ହତୋତ୍ସାହିତ ନ କରିବାକୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତ ରାତ୍ରି ତୁମ୍ଭର ପୈତୃକ ପରମେଶ୍ଵର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ଆଘାତ କରିବା ପାଇଁ ମୋର ଶକ୍ତି ଅଛି। କିନ୍ତୁ ଗତ ରାତିରେ ତୁମ୍ଭ ପିତାଙ୍କର ପରମେଶ୍ୱର ସ୍ୱପ୍ନରେ ମୋତେ ସତର୍କ କରାଇ ଦେଲେ, ତୁମ୍ଭକୁ ଉତ୍ସାହିତ ବା ହତୋତ୍ସାହିତ ନ କରିବାକୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।