Genesis 31:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯାକୁବକୁ କହିଲେ, ତୁମ୍ଭେ ଆପଣା ନିଜ ଦେଶର ପୂର୍ବପୁରୁଷମାନଙ୍କ ନିକଟକୁ ଫରେିୟାଅ। ମୁଁ ତୁମ୍ଭ ସହିତ ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଯାକୁବକୁ କହିଲେ, ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ନିଜ ଦେଶର ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ। ମୁଁ ତୁମ୍ଭ ସହିତ ରହିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”