Genesis 31:32 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ତୁମ୍ଭର ଦବେତାଗଣଙ୍କୁ ଚୋରାଇ ଆଣି ନାହିଁ। ମାତ୍ର ତୁମ୍ଭେ ଯାହା ନିକଟରୁ ତାହା ପାଇବ ତାକୁ ହତ୍ଯା କରାୟିବ। ତୁମ୍ଭର ଲୋକମାନେ ମାରେ ସାକ୍ଷୀ ରହିଲେ। ତୁମ୍ଭର ଏଠା ରେ ଯାହାସବୁ ଅଛି ତୁମ୍ଭେ ତୁମ୍ଭର ଲୋବତାଗଣଙ୍କୁ ଖାଜେି ପାରିବ। ତୁମ୍ଭର ଯାହା ଅଛି ତୁମ୍ଭେ ନଇେ ପାରିବ। ରାହେଲ ତାହା ଚୋରି କରିଛନ୍ତି ବୋଲି, ଯାକୁବ ଜାଣି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ଵଗଣର ସାକ୍ଷାତରେ ଚିହ୍ନି କରି ନିଅ, ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭର ଦେବତାଗଣଙ୍କୁ ଗ୍ଭେରାଇ ଆଣି ନାହିଁ। ମାତ୍ର ତୁମ୍ଭେ ଯାହା ନିକଟରୁ ତାହା ପାଇବ ତାକୁ ହତ୍ୟା କରାଯିବ। ତୁମ୍ଭର ଲୋକମାନେ ମୋର ସାକ୍ଷୀ ରହିଲେ। ତୁମ୍ଭର ଏଠାରେ ଯାହାସବୁ ଅଛି ତୁମ୍ଭେ ତୁମ୍ଭର ଦେବତାଗଣଙ୍କୁ ଖୋଜି ପାରିବ। ତୁମ୍ଭର ଯାହା ଅଛି ତୁମ୍ଭେ ନେଇ ପାରିବ।” ରାହେଲ ତାହା ଗ୍ଭେରି କରିଛନ୍ତି ବୋଲି, ଯାକୁବ ଜାଣି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼ ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋ’ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା।