Genesis 31:34 — Compare Translations
5 translations compared side by side
Odia - 1840
"ରାହେଲ ସହେି ଦବେତାଗଣଙ୍କୁ ତାଙ୍କର ଓଟର ହାଉଦା ଭିତ ରେ ରଖି ତହିଁ ଉପରେ ବସିଥିଲା। ଲାବନ ସମସ୍ତ ତମ୍ବୁକୁ ଖାଜେିଲେ କିନ୍ତୁ କେଉଁଠା ରେ ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା । ତହିଁରେ ଲାବନ ତାହାର ତମ୍ଵୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ରାହେଲ ସେହି ଦେବତାଗଣଙ୍କୁ ତାଙ୍କର ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ଲାବନ ସମସ୍ତ ତମ୍ବୁକୁ ଖୋଜିଲେ କିନ୍ତୁ କେଉଁଠାରେ ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।