Genesis 31:35 — Compare Translations

5 translations compared side by side

Odia - 1840
"ଏବଂ ରାହେଲ ତାଙ୍କର ପିତାଙ୍କୁ କହିଲେ, ମାେ ଉପରେ କୋର୍ଧ କରନାହିଁ। ମୁଁ ତୁମ୍ଭ ସମ୍ମୁଖ ରେ ଠିଆ ହବୋକୁ ଅସମର୍ଥ, କାରଣ ମାରେମାସିକ ଋତୁସ୍ରାବ ହେଉଛି। ତେଣୁ ଲାବନ ସବୁଆଡ଼େ ଖାଜେିଲେ କିନ୍ତୁ କେଉଁଠା ରେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାହେଲ ପିତାକୁ କହିଲା, ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି । ଏହିରୂପେ ସେ ଅନ୍ଵେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ରାହେଲ ତାଙ୍କର ପିତାଙ୍କୁ କହିଲେ, “ମୋ’ ଉପରେ କ୍ରୋଧ କର ନାହିଁ। ମୁଁ ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ଅସମର୍ଥ, କାରଣ ମୋର ମାସିକ ଋତୁସ୍ରାବ ହୋଇଅଛି।” ତେଣୁ ଲାବନ ସବୁଆଡ଼େ ଖୋଜିଲେ କିନ୍ତୁ କେଉଁଠାରେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ।