Genesis 31:36 — Compare Translations

5 translations compared side by side

Odia - 1840
"ଏହାପରେ ଯାକୁବ ବହୁତ କୋର୍ଧ କଲେ। ଯାକୁବ କହିଲେ, ମାରେ କି ଦୋଷ ଅଛି? ମୁଁ କିପରି ତୁମ୍ଭକୁ ଅପମାନିତ କଲି? କାହିଁକି ତୁମ୍ଭେ ମାେତେ ଗୋଡ଼ାଇଲ ଏବଂ ମାେତେ ଅଟକାଇଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାକୁବ କ୍ରୁଦ୍ଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି ଯାକୁବ ଲାବନକୁ ଉତ୍ତର କରି କହିଲା, ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଵଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାକୁବ ବହୁତ କ୍ରୋଧ କଲେ। ଯାକୁବ କହିଲେ, “ମୋର କି ଦୋଷ ଅଛି? ମୁଁ କିପରି ତୁମ୍ଭକୁ ଅପମାନିତ କଲି? କାହିଁକି ତୁମ୍ଭେ ମୋତେ ଗୋଡ଼ାଇଲ ଏବଂ ମୋତେ ଅଟକାଇଲ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ୱଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ?
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଜ୍ୱଳିତ ହୋଇ ମୋ’ ପଛେ ପଛେ ଦୌଡ଼ି ଆସିଲ?