Genesis 31:37 — Compare Translations
5 translations compared side by side
Odia - 1840
"ମାରେ ସମସ୍ତ ଦ୍ରବ୍ଯ ତୁମ୍ଭେ ଖାଜେିଲ କିନ୍ତୁ ତୁମ୍ଭର ଦବେତାଗଣଙ୍କୁ ପାଇଲ ନାହିଁ। ଯଦି ତୁମ୍ଭେ ତାହା ପାଇଛ ତବେେ ତୁମ୍ଭେ ତାହା ଦଖାେଅ, ଆମ୍ଭର ସମସ୍ତ ଲୋକ ତାହା ଦେଖିବେ। କେଉଁଟି ଠିକ୍ ତାହା ଲୋକମାନଙ୍କୁ ନିଷ୍ପତ୍ତି କରିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ଵମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସମସ୍ତ ଦ୍ରବ୍ୟ ତୁମ୍ଭେ ଖୋଜିଲ କିନ୍ତୁ ତୁମ୍ଭର ଦେବତାଗଣଙ୍କୁ ପାଇଲ ନାହିଁ। ଯଦି ତୁମ୍ଭେ ତାହା ପାଇଛ ତେବେ ତୁମ୍ଭେ ତାହା ଦେଖାଅ, ଆମ୍ଭର ସମସ୍ତ ଲୋକ ତାହା ଦେଖିବେ। କେଉଁଟି ଠିକ୍ ତାହା ଲୋକମାନଙ୍କୁ ନିଷ୍ପତ୍ତି କରିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ।