Genesis 31:38 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭ ପାଇଁ କୋଡ଼ିଏ ବର୍ଷ କଠିନ ପରିଶ୍ରମ କରିଅଛି। ସହେି ସମସ୍ତ ସମୟରେ ତୁମ୍ଭର ମଷେ ଓ ଛଳେିଗୁଡ଼ିକ ଗର୍ଭପାତ ହାଇନୋହିଁ, କିମ୍ବା ମୁଁ ସଗେୁଡ଼ିକୁ ଖାଇୟାଇ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି । ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ପାଇଁ କୋଡ଼ିଏ ବର୍ଷ କଠିନ ପରିଶ୍ରମ କରିଅଛି। ସେହି ସମସ୍ତ ସମୟରେ ତୁମ୍ଭର ମେଷ ଓ ଛେଳିଗୁଡ଼ିକ ଗର୍ଭପାତ ହୋଇ ନାହିଁ, କିମ୍ବା ମୁଁ ସେଗୁଡ଼ିକୁ ଖାଇଯାଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି। ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇ ନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି। ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ।