Genesis 31:40 — Compare Translations
5 translations compared side by side
Odia - 1840
"ଦିନର ଖରା ଏବଂ ରାତିର ଥଣ୍ଡା ରେ ମୁଁ କାର୍ୟ୍ଯ କରିଛି। ମୁଁ ନଶାଇେ ଏହି ପ୍ରକା ରେ ମୁଁ ତୁମ୍ଭର ସବୋ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆକ୍ଷିରୁ ନିଦ ପଳାଇ ଗଲା; ଏହିପରି ମୁଁ ଥିଲି;
Odia Bible ERV 2004 (ପବିତ୍ର ବାଇବଲ)
ଦିନର ଖରା ଏବଂ ରାତିର ଥଣ୍ଡାରେ ମୁଁ କାର୍ଯ୍ୟ କରିଛି, ମୁଁ ନ ଶୋଇ ତୁମ୍ଭର ସେବା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆଖିରୁ ନିଦ ପଳାଇଗଲା; ଏହିପରି ମୁଁ ଥିଲି;
Odia IRV 2017 (ଓଡିଆ ବାଇବେଲ)
ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋ’ ଆଖିରୁ ନିଦ ପଳାଇ ଗଲା; ଏହିପରି ମୁଁ ଥିଲି;