Genesis 31:41 — Compare Translations

5 translations compared side by side

Odia - 1840
"ମୁଁ କୋଡ଼ିଏ ବର୍ଷକାଳ ତୁମ୍ଭ ନିକଟରେ ରହିଲି, ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉତ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ କର୍ମ କଲି। ଏଥି ମଧିଅରେ ତୁମ୍ଭେ ଦଶଥର ମାହେର ବର୍ତ୍ତନ ପରିବର୍ତ୍ତନ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କୋଡ଼ିଏ ବର୍ଷକାଳ ତୁମ୍ଭ ନିକଟରେ ରହିଲି, ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉତ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ କର୍ମ କଲି। ଏଥି ମଧ୍ୟରେ ତୁମ୍ଭେ ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛ।