Genesis 31:42 — Compare Translations
5 translations compared side by side
Odia - 1840
"ମାହେର ପୂର୍ବପୁରୁଷଙ୍କ ପରମେଶ୍ବର ଅବ୍ରହାମଙ୍କ ପରମେଶ୍ବର ଓ ଇସ୍ହାକର ଭୟନାଶକ ପରମେଶ୍ବର ଯବେେ ମାେ ସହିତ ନଥାନ୍ତେ, ତବେେ ଅବଶ୍ଯ ଏବେ ତୁମ୍ଭେ ମାେତେ ତୁଚ୍ଛା ହାତ ରେ ବିଦାଯ କରିଥାନ୍ତ। ପରମେଶ୍ବର ମାରେ ଦୁଃଖ ଓ ହସ୍ତର ପରିଶ୍ରମ ଦେଖି ଅଛନ୍ତି। ଏଣୁ ଗତ ରାତ୍ରି ରେ ତୁମ୍ଭକୁ ଧମକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର ପୈତୃକ ପରମେଶ୍ଵର, ଅବ୍ରହାମର ପରମେଶ୍ଵର ଓ ଇସ୍ହାକର ଭୟସ୍ଥାନ ଯେବେ ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାʼନ୍ତ । ପରମେଶ୍ଵର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋହର ପୂର୍ବପୁରୁଷଙ୍କ ପରମେଶ୍ୱର ଅବ୍ରହାମଙ୍କ ପରମେଶ୍ୱର ଓ ଇସ୍ହାକଙ୍କର ଭୟନାଶକ ପରମେଶ୍ୱର ଯେବେ ମୋ’ ସହିତ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥା’ନ୍ତ। ପରମେଶ୍ୱର ମୋର ଦୁଃଖ ଓ ହସ୍ତର ପରିଶ୍ରମ ଦେଖି ଅଛନ୍ତି। ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ଖାଲି ହାତରେ ବିଦାୟ କରିଥାʼନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
Odia IRV 2017 (ଓଡିଆ ବାଇବେଲ)
ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାଆନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”