Genesis 31:43 — Compare Translations

5 translations compared side by side

Odia - 1840
"ଲାବନ ଯାକୁବକୁ କହିଲେ, ତୁମ୍ଭ ସ୍ତ୍ରୀମାନେ ମାରେ କନ୍ଯା ଏବଂ ଏହି ପିଲାମାନେ ମଧ୍ଯ ମାରେ। ଏବଂ ଏସମସ୍ତ ପଶୁମାନେ ମଧ୍ଯ ମାରେ। ଏଠା ରେ ଯେତେ ସବୁ ଦେଖୁଛ ତାହା ସବୁ ମାରେ। ଏଣୁ ମାରେ ଏହି କନ୍ଯାମାନଙ୍କୁ ଓ ଏମାନଙ୍କ ଜନ୍ମତି ସନ୍ତାନମାନଙ୍କୁ ମୁଁ କ'ଣ କରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲାବନ ଯାକୁବକୁ ଉତ୍ତର କଲା, ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି ଯାହା ଯାହା ଦେଖୁଅଛ, ସେ ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି?
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଏବଂ ଲାବନର ଚୁକ୍ତି ଲାବନ ଯାକୁବକୁ କହିଲେ, “ତୁମ୍ଭ ସ୍ତ୍ରୀମାନେ ମୋର କନ୍ୟା ଏବଂ ଏହି ପିଲାମାନେ ମଧ୍ୟ ମୋର। ଏବଂ ଏସମସ୍ତ ପଶୁମାନେ ମଧ୍ୟ ମୋର। ଏଠାରେ ଯେତେ ସବୁ ଦେଖୁଛ ତାହା ସବୁ ମୋର। ଏଣୁ ମୋର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ଜନ୍ମତି ସନ୍ତାନମାନଙ୍କୁ ମୁଁ କ’ଣ କରିବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି?
Odia IRV 2017 (ଓଡିଆ ବାଇବେଲ)