Genesis 31:46 — Compare Translations

5 translations compared side by side

Odia - 1840
"ପୁଣି ଯାକୁବ ଆପଣା ନିଜ ଲୋକମାନଙ୍କୁ କହିଲା, ତୁମ୍ଭମାନେେ ପ୍ରସ୍ତର ସଂଗ୍ରହକର। ତହିଁରେ ସମାନେେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ ସମସ୍ତେ ସହେି ସ୍ଥାନ ରେ ସହେି ପଥରଗଦା ଉପରେ ଭୋଜନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାକୁବ ଆପଣା କୁଟୁମ୍ଵମାନଙ୍କୁ କହିଲା, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାକୁବ ଆପଣା ନିଜ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହକର, ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ ସମସ୍ତେ ସେହି ସ୍ଥାନରେ ସେହି ପଥରଗଦା ଉପରେ ଭୋଜନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର;” ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।