Genesis 31:48 — Compare Translations
5 translations compared side by side
Odia - 1840
"ଲାବନ ଯାକୁବକୁ କହିଲା, ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହାଇେ ରହିଲାା ଯେଉଁଥି ପାଇଁ ତାହାର ନାମ ଗଲଯଦ ଓ ମିସ୍ପା ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଲାବନ କହିଲା, ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଣୁକରି ତାହାର ନାମ ଗଲ-ୟଦ୍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା;
Odia Bible ERV 2004 (ପବିତ୍ର ବାଇବଲ)
ଲାବନ ଯାକୁବକୁ କହିଲେ, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା” ଯେଉଁଥିପାଇଁ ତାହାର ନାମ ଗଲ-ୟଦ ଓ ମିସ୍ପା ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା;” ଏଥିପାଇଁ ତାହାର ନାମ ଗଲୟଦ୍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଥିପାଇଁ ତାହାର ନାମ ଗଲୟଦ୍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,”