Genesis 31:49 — Compare Translations

5 translations compared side by side

Odia - 1840
"ଏହାପରେ ଲାବନ କହିଲେ, ସଦାପ୍ରଭୁ ଆମ୍ଭର ପର୍ୟ୍ଯବେକ୍ଷଣ କରନ୍ତୁ ଏବଂ ଆମ୍ଭର ମଧ୍ଯସ୍ଥ ହୁଅନ୍ତୁ। ଯେତବେେଳେ ଆମ୍ଭମାନେେ ପରସ୍ପରଠାରୁ ଦୂର ରେ ରହିବୁ। ତା'ପରେ ସେ ଏହାକୁ ମଧ୍ଯ ଡାକିଲେ: ମିସ୍ପା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେ କହିଲା, ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲାବନ କହିଲେ, “ସଦାପ୍ରଭୁ ଆମ୍ଭର ପର୍ଯ୍ୟବେକ୍ଷଣ କରନ୍ତୁ ଏବଂ ଆମ୍ଭର ମଧ୍ୟସ୍ଥ ହୁଅନ୍ତୁ।” ଯେତେବେଳେ ଆମ୍ଭେମାନେ ପରସ୍ପରଠାରୁ ଦୂରରେ ରହିବୁ। ତା’ପରେ ସେ ଏହାକୁ ମଧ୍ୟ ଡାକିଲେ: ମି‌ସ୍‌ପା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେ କହିଲା, “ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେ କହିଲା, “ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ।