Genesis 31:5 — Compare Translations

5 translations compared side by side

Odia - 1840
"ଯାକୁବ ରାହେଲ ଓ ଲୟୋକୁ କହିଲା, ମୁଁ ଦେଖୁଛି ଯେ, ତୁମ୍ଭର ପିତା ମାେତେ ଯେପରି ବ୍ଯବହାର କରୁଥିଲେ ସପରେି କରୁନାହାନ୍ତି। କିନ୍ତୁ ମାେ ପିତାଙ୍କର ପରମେଶ୍ବର ମାେ ସହିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ଵର ମୋହର ସହାୟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ରାହେଲ ଓ ଲେୟାକୁ କହିଲେ, “ମୁଁ ଦେଖୁଛି ଯେ, ତୁମ୍ଭର ପିତା ମୋତେ ଯେପରି ବ୍ୟବହାର କରୁଥିଲେ ସେପରି କରୁ ନାହାନ୍ତି। କିନ୍ତୁ ମୋ’ ପିତାଙ୍କର ପରମେଶ୍ୱର ମୋ’ ସହିତ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
“ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋ’ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।