Genesis 31:50 — Compare Translations
5 translations compared side by side
Odia - 1840
"ଏହାପରେ ଲାବନ କହିଲେ, ଯଦି ତୁମ୍ଭେ ମାରେ କନ୍ଯାମାନଙ୍କୁ ଆଘାତ କର ତବେେ ପରମେଶ୍ବର ତୁମ୍ଭକୁ ଆଘାତ ଦବେେ। ଯଦି ତୁମ୍ଭେ ଅନ୍ୟ ସ୍ତ୍ରୀକୁ ବିବାହ କର ମନରେଖ ପରମେଶ୍ବର ଦେଖୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେବେ ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ ପ୍ରମାଣ, ମାତ୍ର ଦେଖ, ପରମେଶ୍ଵର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲାବନ କହିଲେ, “ଯଦି ତୁମ୍ଭେ ମୋର କନ୍ୟାମାନଙ୍କୁ ଆଘାତ କର ତେବେ ପରମେଶ୍ୱର ତୁମ୍ଭକୁ ଆଘାତ ଦେବେ। ଯଦି ତୁମ୍ଭେ ଅନ୍ୟ ସ୍ତ୍ରୀକୁ ବିବାହ କର ମନେରଖ, ପରମେଶ୍ୱର ଦେଖୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯଦି ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯଦି ମୋ’ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”