Genesis 31:51 — Compare Translations
5 translations compared side by side
Odia - 1840
"ଏହିଠା ରେ ଯେଉଁ ରାଶି ପୋତା ୟାଇଅଛି ପୁଣି ଆମ୍ଭ ଦୁହିଁଙ୍କର ମଧ୍ଯବର୍ତ୍ତୀ ସ୍ଥାପିତ ଏହି ସ୍ତମ୍ଭ ଦେଖ ଯାହାକି ଆମ୍ଭେ ଚୁକ୍ତି କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଲାବନ ଯାକୁବକୁ କହିଲା, ଏହି ରାଶି ଦେଖ, ପୁଣି ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିଠାରେ ଯେଉଁ ରାଶି ପୋତା ଯାଇଅଛି ପୁଣି ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ସ୍ଥାପିତ ଏହି ସ୍ତମ୍ଭ ଦେଖ ଯାହାକି ଆମ୍ଭେ ଚୁକ୍ତି କରିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଲାବନ ଯାକୁବକୁ କହିଲା, “ଏହି ରାଶି ଦେଖ, ପୁଣି, ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଲାବନ ଯାକୁବକୁ କହିଲା, “ଏହି ରାଶି ଦେଖ, ପୁଣି, ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ।