Genesis 31:52 — Compare Translations

5 translations compared side by side

Odia - 1840
"ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହାଇେ ତୁମ୍ଭ ନିକଟକୁ ୟିବି ନାହିଁ। ତୁମ୍ଭେ ମଧ୍ଯ ଏହାକୁ ପାର ହାଇେ ମାେ ନିକଟକୁ ଆସିବ ନାହିଁ। ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ, ମଧ୍ୟ ତୁମ୍ଭେ ଏହି ରାଶି ଓ ଏହି ସ୍ତମ୍ଭ ପାର ହୋଇ ମୋʼ ନିକଟକୁ ଆସିବ ନାହିଁ; ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ। ତୁମ୍ଭେ ମଧ୍ୟ ଏହାକୁ ପାର ହୋଇ ମୋ’ ନିକଟକୁ ଆସିବ ନାହିଁ। ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ, ମଧ୍ୟ ତୁମ୍ଭେ ଏହି ରାଶି ଓ ଏହି ସ୍ତମ୍ଭ ପାର ହୋଇ ମୋʼ ନିକଟକୁ ଆସିବ ନାହିଁ; ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ, ମଧ୍ୟ ତୁମ୍ଭେ ଏହି ରାଶି ଓ ଏହି ସ୍ତମ୍ଭ ପାର ହୋଇ ମୋ’ ନିକଟକୁ ଆସିବ ନାହିଁ; ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ।