Genesis 31:53 — Compare Translations
5 translations compared side by side
Odia - 1840
"ଅବ୍ରହାମର ପରମେଶ୍ବର, ନାହାରରେ ପରମେଶ୍ବର ଓ ସମାନଙ୍କେର ପୂର୍ବପୁରୁଷଙ୍କ ପରମେଶ୍ବର ଆମ୍ଭ ଓ ତୁମ୍ଭ ମଧିଅରେ ବିଚାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବିଷୟରେ ଅବ୍ରହାମଙ୍କର ପରମେଶ୍ଵର, ନାହୋରର ପରମେଶ୍ଵର ଓ ସେମାନଙ୍କ ପୈତୃକ ପରମେଶ୍ଵର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ; ସେତେବେଳେ ଯାକୁବ ଆପଣା ପିତା ଇସ୍ହାକର ଭୟସ୍ଥାନର ଶପଥ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କର ପୂର୍ବପୁରୁଷଙ୍କ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଗ୍ଭର କରିବେ।” ସେତେବେଳେ ଯାକୁବ ପରମେଶ୍ୱରଙ୍କଠାରେ ଶପଥ କଲେ ଯାହା ତାଙ୍କର ପିତା ଇସ୍ହାକଙ୍କର “ଭୟ ବୋଲି କହୁଥିଲେ”।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍ହାକର ଭୟସ୍ଥାନର ଶପଥ କଲା।
Odia IRV 2017 (ଓଡିଆ ବାଇବେଲ)
ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍ହାକର ଭୟସ୍ଥାନର ଶପଥ କଲା।