Genesis 31:54 — Compare Translations

5 translations compared side by side

Odia - 1840
"ଏହାପରେ ସେ ସହେି ପର୍ବତ ରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା ନିଜ ଲୋକଙ୍କୁ ଡ଼ାକିଲା। ତହିଁରେ ସମାନେେ ଭୋଜନ କରି ପର୍ବତ ରେ ରାତ୍ରିସାରା ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ଵମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସମସ୍ତ ରାତ୍ରି ଯାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା ନିଜ ଲୋକଙ୍କୁ ଡାକିଲେ। ତହିଁରେ ସେମାନେ ଭୋଜନ କରି ପର୍ବତରେ ରାତ୍ରିସାରା ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।