Genesis 31:55 — Compare Translations
5 translations compared side by side
Odia - 1840
"ଏହାପରେ ଲାବନ ପ୍ରଭାତ ରେ ଉଠି ଆପଣା କନ୍ଯାଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା। ଏହିରୂପେ ଲାବନ ସ୍ବସ୍ଥାନକୁ ଫରେିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ଵନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ଵସ୍ଥାନକୁ ଫେରିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ। ଏହିରୂପେ ଲାବନ ସ୍ୱସ୍ଥାନକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ୱ ସ୍ଥାନକୁ ଫେରିଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ୱସ୍ଥାନକୁ ଫେରିଗଲା।