Genesis 31:6 — Compare Translations
5 translations compared side by side
Odia - 1840
"ତୁମ୍ଭେ ଉଭୟ ଜାଣ ମୁଁ ତୁମ୍ଭ ପିତାଙ୍କ ପାଇଁ ପାରୁପର୍ୟ୍ଯନ୍ତ ଖଟିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଉଭୟ ଜାଣ ମୁଁ ତୁମ୍ଭ ପିତାଙ୍କ ପାଇଁ ପାରୁ ପର୍ଯ୍ୟନ୍ତ ଖଟିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।
Recommended Reading