Genesis 31:7 — Compare Translations

5 translations compared side by side

Odia - 1840
"ତୁମ୍ଭର ପିତା ମାେତେ ପ୍ରତାରଣା କଲେ। ତୁମ୍ଭର ପିତା ମାରେ ବତନେ ଦଶଥର ବଦଳାଇଛନ୍ତି। କିନ୍ତୁ ସଦାପ୍ରଭୁ ମାେତେ ରକ୍ଷା କଲେ। ସେ ଲାବନକୁ ମାରେ କ୍ଷତି କରିବାକୁ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ଵର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପିତା ମୋତେ ପ୍ରତାରଣା କଲେ। ତୁମ୍ଭର ପିତା ମୋର ବେତନ ଦଶ ଥର ବଦଳାଇଛନ୍ତି। କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କଲେ। ସେ ଲାବନକୁ ମୋର କ୍ଷତି କରିବାକୁ ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।