Genesis 31:9 — Compare Translations

5 translations compared side by side

Odia - 1840
"ତେଣୁ ପରମେଶ୍ବର ତୁମ୍ଭ ପିତାଙ୍କଠାରୁ ପଶୁମାନଙ୍କୁ ଆଣି ମାେତେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ପରମେଶ୍ଵର ତୁମ୍ଭମାନଙ୍କ ପିତାଙ୍କର ପଶୁଧନ ନେଇ ମୋତେ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱର ତୁମ୍ଭ ପିତାଙ୍କଠାରୁ ପଶୁମାନଙ୍କୁ ଆଣି ମୋତେ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ପରମେଶ୍ୱର ତୁମ୍ଭମାନଙ୍କ ପିତାଙ୍କର ପଶୁଧନ ନେଇ ମୋତେ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ପରମେଶ୍ୱର ତୁମ୍ଭମାନଙ୍କ ପିତାଙ୍କର ପଶୁଧନ ନେଇ ମୋତେ ଦେଲେ।