Genesis 32:1 — Compare Translations

5 translations compared side by side

Odia - 1840
"ଏଣୁ ଯାକୁବ ସହେିସ୍ଥାନ ଛାଡ଼ିଲେ। ସେ ୟିବା ବାଟରେ ପରମେଶ୍ବରଙ୍କ ଦୂତମାନେ ତାଙ୍କୁ ଭଟେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ଵରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌଙ୍କ ସହିତ ପୁନର୍ମିଳନ ଏଣୁ ଯାକୁବ ସେହିସ୍ଥାନ ଛାଡ଼ିଲେ। ସେ ଯିବା ବାଟରେ ପରମେଶ୍ୱରଙ୍କ ଦୂତମାନେ ତାଙ୍କୁ ଭେଟିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।