Genesis 32:10 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାେତେ ଦୟା ଦଖାଇେ ଆସିଅଛ। ତୁମ୍ଭେ ମାରେ ବହୁତ ମଙ୍ଗଳ କରିଅଛ। ମୁଁ ସେ କୌଣସି ବିଷଯ ପାଇଁ ୟୋଗ୍ଯ ନୁହେଁ। ମୁଁ ଯେତବେେଳେ ପ୍ରଥମଥର ୟର୍ଦ୍ଦନ ନଦୀ ପାରି ହଲିେ, କବଳେ ଏ ବାଡ଼ି ଛଡ଼ା ମାରେ କିଛି ନଥିଲା। କିନ୍ତୁ ବର୍ତ୍ତମାନ ମାରେପରିବାର, ଜୀବଜନ୍ତୁ ଏତେ ବେଶୀ ଯେ ଦୁଇଟା ଶିବିର ହାଇପୋ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏହି ଦାସ ପ୍ରତି ଯେସମସ୍ତ ଦୟା ଓ ଯେସମସ୍ତ ବିଶ୍ଵସ୍ତତା ପ୍ରକାଶ କରିଅଛ, ମୁଁ ତହିଁର କିଞ୍ଚିତ ହିଁ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇଦଳ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ ଦୟା ଦେଖାଇ ଆସିଅଛ। ତୁମ୍ଭେ ମୋର ବହୁତ ମଙ୍ଗଳ କରିଅଛ। ମୁଁ ସେ କୌଣସି ବିଷୟ ପାଇଁ ଯୋଗ୍ୟ ନୁହେଁ। ମୁଁ ଯେତେବେଳେ ପ୍ରଥମ ଥର ଯର୍ଦ୍ଦନ ନଦୀ ପାରି ହେଲି, କେବଳ ଏ ବାଡ଼ି ଛଡ଼ା ମୋର କିଛି ନ ଥିଲା। କିନ୍ତୁ ବର୍ତ୍ତମାନ ମୋର ପରିବାର, ଜୀବଜନ୍ତୁ ଏତେ ବେଶୀ ଯେ ଦୁଇଟା ଶିବିର ହୋଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।