Genesis 32:11 — Compare Translations

5 translations compared side by side

Odia - 1840
"ମୁଁ ବିନତି କରୁଅଛି କୃପାକରି ମାେତେ ମାରେ ଭାଇଠାରୁ ରକ୍ଷା କର। ମାେତେ ଏଷୌଠାରୁ ରକ୍ଷା କର। ମୁଁ ତାଙ୍କୁ ଭୟ କରୁଛି। ମୁଁ ଭୟ କରୁଛି ଯେ ସେ ଆମ୍ଭ ସମସ୍ତଙ୍କୁ ହତ୍ଯା କରିବ। ଏପରିକି ମା' ଓ ତାଙ୍କ ପିଲାମାନଙ୍କୁ ମଧ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବିନତି କରୁଅଛି କୃପାକରି ମୋତେ ମୋର ଭାଇଠାରୁ ରକ୍ଷା କର। ମୋତେ ଏଷୌଠାରୁ ରକ୍ଷା କର। ମୁଁ ତାଙ୍କୁ ଭୟ କରୁଛି। ମୁଁ ଭୟ କରୁଛି ଯେ ସେ ଆମ୍ଭ ସମସ୍ତଙ୍କୁ ହତ୍ୟା କରିବ। ଏପରିକି ମା’ ଓ ତାଙ୍କ ପିଲାମାନଙ୍କୁ ମଧ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
ବିନୟ କରୁଅଛି, ମୋ’ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।