Genesis 32:12 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ କହିଲ, 'ମୁଁ ତୁମ୍ଭଙ୍କୁ ସାହାୟ୍ଯ କରିବି। ମୁଁ ତୁମ୍ଭର ପରିବାରକୁ ସମୁଦ୍ରର ବାଲି ପରି ବୃଦ୍ଧି କରିବି, ଯାହାକୁ କହେି ଗଣିପାରିବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତ କହିଅଛ, ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି ସମୁଦ୍ର ତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଲ, ‘ମୁଁ ତୁମ୍ଭଙ୍କୁ ସାହାଯ୍ୟ କରିବି। ମୁଁ ତୁମ୍ଭର ପରିବାରକୁ ସମୁଦ୍ରର ବାଲି ପରି ବୃଦ୍ଧି କରିବି, ଯାହାକୁ କେହି ଗଣି ପାରିବେ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତ କହିଅଛ, ‘ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ରତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।’”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତ କହିଅଛ, ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ର ତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।”