Genesis 32:13 — Compare Translations
5 translations compared side by side
Odia - 1840
"ଯାକୁବ ରାତି ରେ ସହେି ସ୍ଥାନ ରେ ରହିଲା, ତା'ର ଭାଇ ଏଷୌକୁ କିଛି ଉପହାର ଦବୋପାଇଁ ଯାକୁବ ପ୍ରସ୍ତୁତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟୀ ପ୍ରସ୍ତୁତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ରାତିରେ ସେହି ସ୍ଥାନରେ ରହିଲେ, ତାଙ୍କର ଭାଇ ଏଷୌକୁ କିଛି ଉପହାର ଦେବା ପାଇଁ ଯାକୁବ ପ୍ରସ୍ତୁତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା;
Odia IRV 2017 (ଓଡିଆ ବାଇବେଲ)
ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା;