Genesis 32:14 — Compare Translations
5 translations compared side by side
Odia - 1840
"ଯାକୁବ ଦୁଇଶହ ମାଈଛଳେି କୋଡ଼ିଏଟି ଛଳେି, ଦୁଇଶହ ମାଈମେଣ୍ଢା ଓ କୋଡ଼ିଏଟି ଅଣ୍ଡିରା ମେଣ୍ଢା ଦବୋକୁ ସ୍ଥିର କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଦୁଇଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇଶହ ମେଷୀ ଓ କୋଡିଏ ମେଷ,
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଦୁଇଶହ ମାଈଛେଳି ଓ କୋଡ଼ିଏଟି ଛେଳି, ଦୁଇଶହ ମାଈମେଣ୍ଢା ଓ କୋଡ଼ିଏଟି ଅଣ୍ଡିରା ମେଣ୍ଢା ଦେବାକୁ ସ୍ଥିର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ଦୁଇ ଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇ ଶହ ମେଷୀ ଓ କୋଡ଼ିଏ ମେଷ,
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ଦୁଇଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇଶହ ମେଷୀ ଓ କୋଡିଏ ମେଷ,