Genesis 32:15 — Compare Translations
5 translations compared side by side
Odia - 1840
"ଯାକୁବ ସବତ୍ସା ଦୁଗ୍ଧବତୀ ତିରିଶ ମାଈଓଟ, ଚାଳିଶ ଗାଈ, ଦଶ ବୃଷ, କୋଡ଼ିଏ ଗଧ ଓ ଦଶଟି ବାଛୁରୀ ପ୍ରସ୍ତୁତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛରା ପ୍ରସ୍ତୁତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ସବତ୍ସା ଦୁଗ୍ଧବତୀ ତିରିଶ୍ ମାଈଓଟ, ଗ୍ଭଳିଶ୍ ଗାଈ, ଦଶ ବୃଷ, କୋଡ଼ିଏ ଗଧ ଓ ଦଶ ଗୋଟି ବାଛୁରି ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।