Genesis 32:16 — Compare Translations

5 translations compared side by side

Odia - 1840
"ଯାକୁବ ପଲସବୁ ପୃଥକ କରି ଆପଣା ଦାସମାନଙ୍କ ହସ୍ତ ରେ ଏକ ପଲ ସମର୍ପଣ କରି ସମାନଙ୍କେୁ ଆଜ୍ଞା ଦଲୋ, ତୁମ୍ଭମାନେେ ମାରେ ଆଗେ ଆଗେ ୟାଅ। ପୁଣି ମଝି ରେ ମଝି ରେ ସ୍ଥାନ ରଖି ପ୍ରେତ୍ୟକକ ପଲକୁ ପୃଥକ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପଲ ସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲା, ତୁମ୍ଭେମାନେ ମୋʼ ଆଗେ ଆଗେ ଯାଅ, ପୁଣି ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ପଲସବୁ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲେ, “ତୁମ୍ଭେମାନେ ମୋର ଆଗେ ଆଗେ ଯାଅ। ପୁଣି ମଝିରେ ମଝିରେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପଲସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋʼ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପଲ ସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମପର୍ଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋ’ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”