Genesis 32:17 — Compare Translations
5 translations compared side by side
Odia - 1840
"ଯାକୁବ ଏହି ଆଦେଶ ତାଙ୍କର ଦାସମାନଙ୍କୁ ଦେଲେ। ପ୍ରଥମ ଦଳର ଦାସକୁ ଯାକୁବ କହିଲେ, ଯେତବେେଳେ ଏଷୌ ମାରେ ଭାଇ ତୁମ୍ଭ ପାଖକୁ ଆସି ପଚା ରେ, 'ତୁମ୍ଭେ କାହାର ଦାସ? ତୁମ୍ଭେ କେଉଁଠାକୁ ଯାଉଛ? ଏହି ପଶୁଗୁଡ଼ିକ କାହାର?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯେବେ ପଚାରିବେ, ତୁମ୍ଭେ କାହାର ଦାସ? କେଉଁଠାକୁ ଯାଉଅଛ? ପୁଣି ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର?
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଏହି ଆଦେଶ ତାଙ୍କର ଦାସମାନଙ୍କୁ ଦେଲେ। ପ୍ରଥମ ଦଳର ଦାସକୁ ଯାକୁବ କହିଲେ, “ଯେତେବେଳେ ଏଷୌ, ମୋର ଭାଇ ତୁମ୍ଭ ପାଖକୁ ଆସି ପଗ୍ଭରେ, ‘ତୁମ୍ଭେ କାହାର ଦାସ? ତୁମ୍ଭେ କେଉଁଠାକୁ ଯାଉଛ? ଏହି ପଶୁଗୁଡ଼ିକ କାହାର?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ‘ତୁମ୍ଭେ କାହାର ଦାସ? କେଉଁଠାକୁ ଯାଉଅଛ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର?’
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ତୁମ୍ଭେ କାହାର ଦାସ? କେଉଁଠାକୁ ଯାଉଅଛ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର?