Genesis 32:18 — Compare Translations

5 translations compared side by side

Odia - 1840
"ତା'ପରେ ତୁମ୍ଭେ ଉତ୍ତର ଦବେ,ଏହି ପଶୁଗୁଡ଼ିକ ତୁମ୍ଭ ଦାସ ଯାକୁବର, ମାରେମୂନିବ ଯାକୁବ ତୁମ୍ଭକୁ ଏହା ଉପହାର ଦଇେଛନ୍ତି। ଏବଂ ଯାକୁବ ମଧ୍ଯ ଆମ ପେଛ ପେଛ ଆସୁଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ଉତ୍ତର ଦେବ, ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହି ସବୁ ଭେଟୀ ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭେ ଉତ୍ତର ଦେବ, ଏହି ପଶୁଗୁଡ଼ିକ ତୁମ୍ଭ ଦାସ ଯାକୁବର, ମୋର ମୁନିବ ଯାକୁବ ତୁମ୍ଭକୁ ଏହା ଉପହାର ଦେଇଛନ୍ତି। ଏବଂ ଯାକୁବ ମଧ୍ୟ ଆମ ପଛେ ପଛେ ଆସୁଛନ୍ତି।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ଉତ୍ତର ଦେବ, ‘ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ଉତ୍ତର ଦେବ, ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।”